July 22, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ପରୀକ୍ଷା ଫି ଛାଡ଼ କଲେ ରାଜ୍ୟ ସରକାର…

ପରୀକ୍ଷା ପରିଚାଳନା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରଙ୍କ ଅଧୀନରେ ନିଯୁକ୍ତି ସଂସ୍ଥା ଦ୍ୱାରା ପରିଚାଳିତ ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସରକାରଙ୍କ ପକ୍ଷରୁ ଓପିଏସସି, ଓଏସଏସସି, ଓଏସଏସଏସସି ବୋର୍ଡକୁ ଚିଠି ଲେଖାଯାଇଛି । ଯେଉଁ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବେ ସେମାନଙ୍କୁ ପରୀକ୍ଷା ଫି ଫେରାଇ ଦିଆଯିବ । ଏହାଦ୍ବାରା ଲକ୍ଷ ଲକ୍ଷ ପରୀକ୍ଷାର୍ଥୀ ଉପକୃତ ହେବେ । ଯେଉଁମାନେ ପରୀକ୍ଷାକୁ ଗୁରୁତ୍ବର ସହ ନନେଇ ପରୀକ୍ଷା ଦେଉନାହାନ୍ତି ସେମାନଙ୍କ ପାଇଁ ଏହା ଲାଗୁ ହେବ ନାହିଁ ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.