June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଆସନ୍ତାକାଲି ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିିଏମ୍ କିଷାନ ଟଙ୍କା

ଭୁବନେଶ୍ବର: ଆସନ୍ତାକାଲି ଅକ୍ଷୟ ତୃତୀୟା, ଅନୁକୂଳ ହେବ ଅକ୍ଷି ମୁଠି । ଏହି ଉପଲକ୍ଷେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ନାମମାତ୍ର, ଖୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା । ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ । ସିଏମ କିଷାନ୍‌ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ମିଳୁଛି ୪ ହଜାର । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଦେବେ ସରକାର । ସେହିପରି ପିଏମ କିଷାନ ଯୋଜନାରେ ବର୍ଷକୁ ୩ଟି କିସ୍ତିରେ ମିଳୁଛି ୬ ହଜାର ଟଙ୍କା ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.